Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୪୭୧୪ କୋଭିଡ୍ ପଜିଟିଭ୍

୧୦୭୦୮୬୯ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୪୭୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୦୮୬୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୫୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯୫୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୧୬ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୩ଜଣ, ବରଗଡ଼ ଜିଲ୍ଲାରୁ ୫୬ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୯ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୩୬୦ଜଣ, ଦେଓଗଡ଼ ଜିଲ୍ଲାରୁ ୩୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ,

ଗଜପତି ଜିଲ୍ଲାରୁ ୩୨ଜଣ, ଗଞ୍ଜାମ ଜିଲ୍ଲାରୁ ୭୦ଜଣ, ଜଗତସିଂହପୁର ଜିଲ୍ଲାରୁ ୬୩ଜଣ, ଯାଜପୁର ଜିଲ୍ଲାରୁ ୮୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜମ, କେନ୍ଦୁଝର ଜିଲ୍ଲାରୁ ୪୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୬୧୯ଜଣ, କୋରାପୁଟ ଜିଲ୍ଲାରୁ ୬୫ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୭ଜଣ, ନୟାଗଡ଼ ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୨ଜଣ, ପୁରୀ ଜିଲ୍ଲାରୁ ୧୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୩୧ଜଣ, ସମ୍ବଲପୁର ଜିଲ୍ଲାରୁ ୪୩୭ଜଣ, ସୋନପୁର ଜିଲ୍ଲାରୁ ୪୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୬୨ଜଣ, ଷ୍ଟେଟ ପୁଲ୍‌ରୁ ୩୧୫ ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୭୦୮୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୧୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୬୨୩୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୧୦୪୬୬୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button