ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୯ କରୋନା ଆକ୍ରାନ୍ତ

ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୪ ହଜାର ୪୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ।

ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ଜଣ ରହିଛନ୍ତି ।

Show More

Related Articles

Back to top button