Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍

୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୮୫୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୪୬୬୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୪୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୫୭୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୩୭ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪୬ଜଣ, ବରଗଡ଼ ଜିଲ୍ଲାରୁ ୧୪୧ଜଣ, ଭଦ୍ରକ ଜିଲ୍ଲାରୁ ୧୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧୭ଜଣ, ବୌଦ୍ଧ ଜିଲ୍ଲାରୁ ୮୬ଜଣ, କଟକ ଜିଲ୍ଲାରୁ ୭୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୭୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୦ଜଣ, ଗଜପତି ଜିଲ୍ଲାରୁ ୯୮ଜଣ, ଗଞ୍ଜାମ ଜିଲ୍ଲାରୁ ୮୮ଜଣ,

 

Corona Virus COVID-19

ଜଗତସିଂହପୁର ଜିଲ୍ଲାରୁ ୧୬୫ଜଣ, ଯାଜପୁର ଜିଲ୍ଲାରୁ ୨୫୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୨୨୬ଜଣ, କନ୍ଧମାଳ ଜିଲ୍ଲାରୁ ୧୦୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୬୨ଜଣ, କୋରାପୁଟ ଜିଲ୍ଲାରୁ ୧୫୭ଜଣ, ମାଲକାନଗିରି ଜିଲ୍ଲାରୁ ୫୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯୨ଜଣ, ନୟାଗଡ଼ ଜିଲ୍ଲାରୁ ୨୧୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୯୯ଜଣ, ପୁରୀ ଜିଲ୍ଲାରୁ ୧୪୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୮୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୭ଜଣ, ସୋନପୁର ଜିଲ୍ଲାରୁ ୮୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୩୨ଜଣ, ଷ୍ଟେଟ ପୁଲ୍‌ରୁ ୪୬୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୦୪୬୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫୩୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୧୦୭୬୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୧୩୧୮୮୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button