Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ସୁସ୍ଥ ହେଲେ ୧୧ ଲକ୍ଷରୁ ଅଧିକ ସଂକ୍ରମିତ

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୬୬ଜଣ ଡିସଚାର୍ଜ

ଶନିବାର ରାଜ୍ୟରେ ୧୦ ହଜାର ପାର୍‌ କରିଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ୧୧୩୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୧ ଲକ୍ଷ ୧୦ ହଜାର ୭୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୧୬୬ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୨୧୩୪ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲାଗୁଡିକରେ ସୁସ୍ଥ ହାର ଏକ ହଜାର ତଳେ ରହିଛି ।

Show More

Related Articles

Back to top button