Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ଜଣେ କରୋନା ପଜିଟିଭ୍

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୦ ଜଣକୁ ବୃଦ୍ଧି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣେ କ୍ୱାରେଣ୍ଟାଇନ୍‌ରୁ ରହିଛନ୍ତି ।

 

Coronavirus. COVID-19.

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୭୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୬୧୪୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button