Breaking PLUSଦେଶ ବିଦେଶମୁଖ୍ୟ ଖବର

ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟାରେ ୨୮,୬୯୯ ଜଣ କରୋନା ରୋଗୀ ଚିହ୍ନଟ

ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୮,୬୯୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।

ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୮,୬୯୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।

ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୫,୩୩,୦୨୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୩,୫୮୯ ଜଣ ମୃତ୍ୟୁବରଣ କରିଛନ୍ତି ।

Show More

Related Articles

Back to top button