Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ରାଜ୍ୟରେ ୧୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଗୁରୁବାର ସକାଳ ୮.୩୦ ପର୍ଯ୍ୟନ୍ତ ଆଲର୍ଟ ରହିବାକୁ ପାଣିପାଗ ବିଭାଗର ସୂଚନା

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ୧୦ ଜିଲ୍ଲାକୁ କାଳବୈଶାଖୀ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ସକାଳ ୮.୩୦ ପର୍ଯ୍ୟନ୍ତ ସତର୍କତା ଅବଲମ୍ୱନ କରିବାକୁ ବିଭାଗ ପରାମର୍ଶ ଦେଇଛି ।

୧୦ ଜିଲ୍ଲା ମାନଙ୍କ ମଧ୍ୟରେ ରହିଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ । ଏହି ସବୁ ଜିଲ୍ଲା ମାନଙ୍କରେ ବଜ୍ରପାତ ସହ ବର୍ଷା ସମ୍ଭାବନା ନେଇ ଆଲର୍ଟ ରହିବାକୁ ପାଣିପାଗ ବିଭାଗ କହିଛି ।

Show More

Related Articles

Back to top button