Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଦିନ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ବନ୍ଦ ରହିବ ବସ ଚଳାଚଳ

ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି ।

ରାଜ୍ୟରେ ଦିନ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ସମସ୍ତ ବସ ଚଳାଚଳ ବନ୍ଦ ରହିବ । ବସରେ ଅଧିକ ଯାତ୍ରୀ ନେବା ଉପରେ ଲାଗିଲା କଟକଣା । ବସଷ୍ଟାଣ୍ଡ ବସ ଷ୍ଟପେଜରେ ପାନୀୟ ଜଳ ବ୍ୟବସ୍ଥା ବାଧ୍ୟତା ମୂଳକ କରାଯାଇଛି ।

ଏହି ଗାଇଡ ଲାଇନ ଉଲଂଘନ ହେଲେ ଦେବାକୁ ପଡ଼ିବ ଜୋରିମାନା । ଏହି ସବୁ ବ୍ୟବସ୍ଥାର ଅନୁଧ୍ୟାନ କରିବେ ଏନଫୋର୍ସମେଣ୍ଟ ଟିମ ।

Show More

Related Articles

Back to top button