Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଏବେ ସ୍ଥିର ରହିଛି ସଂକ୍ରମଣ, ଚାରୋଟି ଜିଲ୍ଲାରେ ଅଧିକ ବାହାରୁଛନ୍ତି ଆକ୍ରାନ୍ତ

ସଂକ୍ରମଣ ଅପାତତଃ ଭାବେ ସ୍ଥିର ରହିଛି । ପ୍ରଥମେ ଯେଉଁ ଗତିରେ ସଂକ୍ରମଣ ବଢ଼ୁଥିଲା ସେଥିରେ କମ୍‌ ଆସିଛି |

କେସ ଡବଲିଙ୍ଗ କମିଛି । ବର୍ତ୍ତମାନ ସ୍ଥିତିରେ ୮୮ ହଜାର ଆକ୍ଟିଭ କେସ ରହିଛି । କିନ୍ତୁ ମାତ୍ର ୧୨୩୦ ଲୋକ ହସ୍ପିଟାଲରେ ଅଛନ୍ତି । ଯାହା ଆମ ପାଇଁ ଆଶାସ୍ୱନାର ବିଷୟ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଏପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବ୍ୟବସ୍ତା ଉପରେ ଚାପ ପଡି ନାହିଁ ।

ଆଇସିୟୁରେ ମଧ୍ୟ ରୋଗୀ ନାହାନ୍ତି । ଅକ୍ସିଜେନ ଆବଶ୍ୟକତା ନ ଥିବାରୁ ସାମଗ୍ରିକ ଭାବରେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ଚାରୋଟି ଜିଲ୍ଲା ସୁନ୍ଦରଗଡ଼, ଖୋର୍ଦ୍ଧା, କଟକ ଏବଂ ସମ୍ବଲପୁରରେ ସଂକ୍ରମଣ ଅଧିକ ରହିଛି । ସ୍ଥାନୀୟ ପ୍ରଶାସନ, ସ୍ୱାସ୍ଥ୍ୟ ଟିମକୁ ସର୍ଭେଲାନ୍ସ ବଢେଇବାକୁ କୁହାଯାଇଛି । ଓମିସିୟର କିଟ ଏକ ସାମ୍ପୁଲ ଷ୍ଟଡି । ଆଇସିଏମର ମଧ୍ୟ କହିଛି ଓମିକ୍ରନ ଜାଣିଲେ ଟ୍ରିଟମେଣ୍ଟରେ କୌଣସି ଫରକ ପଡୁ

Show More

Related Articles

Back to top button