ଓଡ଼ିଶାପାଣିପାଗମୁଖ୍ୟ ଖବର

ଓଡିଶା ରାଜ୍ୟରେ ୧୯ ସହରରେ ତାପମାତ୍ରା ୧୫ ଡିଗ୍ରୀ ତଳେ

ପାହାଡିଆ ଅଞ୍ଚଳ ମଧ୍ୟରେ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରୀ ସେଲସିୟସ ।

ରାଜ୍ୟର ୧୯ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରାତ୍ରି ତାପମାତ୍ରା ।

ସେହିପରି ସମତଳ ଅଞ୍ଚଳ ମଧ୍ୟରେ ଫୁଲବାଣୀରେ ସର୍ବନିମ୍ନ ୧୦ ଡିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ କରାଯାଇଛି ।

Show More

Related Articles

Back to top button