Breaking PLUSଦେଶମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦,୨୫୬ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦,୨୫୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୯୫ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୪,୭୮,୪୧୯ ଓ ମୃତ୍ୟୁସଂଖ୍ୟା ୪,୪୫,୧୩୩ ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୩,୯୩୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୨୭,୧୫,୧୦୫ରେ ପହଞ୍ଚିଛି । ଏଥିସହ ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୦,୮୫,୬୮,୧୪୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୭,୭୮,୨୯୬ ଡୋଜ୍‌ ଟିକା ଦିଆଯାଇଛି ।

 

 

Show More

Related Articles

Back to top button