Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଥମୁନି କରୋନା ମୃତ୍ୟୁ ଲହର, ଗତ ୨୪ ଘଣ୍ଟା ମଧ୍ୟରେ ୩ହଜାର ୬୮୯ ଆକ୍ରାନ୍ତଙ୍କ ମୃତ୍ୟୁ

ଦେଶରେ ଭୟଙ୍କର ଭାବରେ ମାଡି ଚାଲିଛି ମହମାରୀ କରୋନାର ଦ୍ୱିତୀୟ ଲହର। କ୍ରମାଗତ ପଞ୍ଚମ ଦିନରେ ଦେଶରେ ଦୈନିକ ମୃତ୍ୟୁସଂଖ୍ୟା ୩୫ଶହରୁ କମୁନି । ଆଜି ମହାମାରୀରେ ଆଉ ୩ହଜାର ୬୮୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଦେଶରେ ଭୟଙ୍କର ଭାବରେ ମାଡି ଚାଲିଛି ମହମାରୀ କରୋନାର ଦ୍ୱିତୀୟ ଲହର। କ୍ରମାଗତ ପଞ୍ଚମ ଦିନରେ ଦେଶରେ ଦୈନିକ ମୃତ୍ୟୁସଂଖ୍ୟା ୩୫ଶହରୁ କମୁନି । ଆଜି ମହାମାରୀରେ ଆଉ ୩ହଜାର ୬୮୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଦେଶରେ ଏଯାଏ କରୋନାରେ ପ୍ରାଣ ହରାଇଲେଣି ୨ଲକ୍ଷ ୧୫ହଜାର ୫୪୨ ଜଣ । ଗତକାଲି ଅପେକ୍ଷା ଆଜି ମୃତ୍ୟୁସଂଖ୍ୟା ବୃଦ୍ଧି ପାଇଥିଲେ ବି ସଂକ୍ରମିତଙ୍କ ସଂଖ୍ୟା ଖସିଛି ।

Show More

Related Articles

Back to top button