Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧,୮୪୦ ଟି କରୋନା ନମୁନା ପରୀକ୍ଷଣ

ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୪୧,୮୪୦ ଟି କରୋନା ନମୁନା ପରୀକ୍ଷଣ କରାଯାଇଛି। ଏହି ନମୁନା ପରୀକ୍ଷା ଆରଟି-ପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନାଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି।

ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୪୧,୮୪୦ ଟି କରୋନା ନମୁନା ପରୀକ୍ଷଣ କରାଯାଇଛି। ଏହି ନମୁନା ପରୀକ୍ଷା ଆରଟି-ପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନାଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି।
ଏଥିମଧ୍ୟରୁ ୬,୧୮୫ଟି ଆରଟି-ପିସିଆର ଏବଂ ୩୫,୫୫୦ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନାଟ୍‌ରେ ୧୦୫ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ଘଣ୍ଟାରେ କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୬୯୯୬ଟି କରୋନା ନମୁନା ପରୀକ୍ଷା କରାଯାଇଛି।

Show More

Related Articles

Back to top button