Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫,୧୬୯ ଟି କରୋନା ପରୀକ୍ଷା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫,୧୬୯ କରୋନା ନମୁନା ପରୀକ୍ଷା କରାଯାଇଛି। ଏଥି ମଧ୍ୟରୁ ୮,୫୬୮ଟି ଆରଟି-ପିସିଆର, ୩୯,୨୧୯ଟି ଆଣ୍ଟିଜେନ ଓ ୮୨ଟି ଟ୍ରୁନଟ୍‌ ନମୁନା ପରୀକ୍ଷା କରାଯାଇଥିବାର ସୂଚନା ମିଳିଛି।

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫,୧୬୯ କରୋନା ନମୁନା ପରୀକ୍ଷା କରାଯାଇଛି। ଏଥି ମଧ୍ୟରୁ ୮,୫୬୮ଟି ଆରଟି-ପିସିଆର, ୩୯,୨୧୯ଟି ଆଣ୍ଟିଜେନ ଓ ୮୨ଟି ଟ୍ରୁନଟ୍‌ ନମୁନା ପରୀକ୍ଷା କରାଯାଇଥିବାର ସୂଚନା ମିଳିଛି।

ସୂଚନାଯୋଗ୍ୟ, ଗତ ବୁଧବାର ଦିନ ୨୪ ଘଣ୍ଟା ଭିତରେ ୪୯,୯୦୯ କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏହା ମଧ୍ୟରୁ ୮୦୫୧ଟି ଆରଟି-ପିସିଆର, ୪୧,୭୨୯ଟି ଆଣ୍ଟିଜେନ ଓ ୧୨୯ଟି ଟ୍ରୁନଟ୍‌ ନମୁନା ପରୀକ୍ଷା ଅନ୍ତର୍ଭୁକ୍ତ ଥିଲା।

Show More

Related Articles

Back to top button