Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଜାରି ରହିଛି କରୋନା ପ୍ରକୋପ, ଗତ ୨୪ ଘଣ୍ଟା ମଧ୍ୟରେ ୪୫,୯୦୩ ଜଣ କରୋନା ସଂକ୍ରମିତ ରୋଗୀ ଚିହ୍ନଟ

ଆଜି ପୁଣି ୫୦,୦୦୦ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୫ହଜାର ୯୦୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦ‌ାୟ ୮୫ ଲକ୍ଷ ୫୩ହଜାର ୬୫୭ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି। ଏହା ସହ ଆଜି ମୃତ୍ୟୁ ସଂଖ୍ୟା ୫୦୦ତଳକୁ ଖସିଛି

ଆଜି ପୁଣି ୫୦,୦୦୦ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୫ହଜାର ୯୦୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦ‌ାୟ ୮୫ ଲକ୍ଷ ୫୩ହଜାର ୬୫୭ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି। ଏହା ସହ ଆଜି ମୃତ୍ୟୁ ସଂଖ୍ୟା ୫୦୦ତଳକୁ ଖସିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଦେଶରେ ୪୯୦ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୬ହଜାର ୬୧୧ରେ ପହଞ୍ଚିଛି।

ଏବେ ସୁଦ୍ଧା କରୋନାରୁ ସମୁଦାୟ ୭୯ଲକ୍ଷ ୧୭ହଜାର ୩୭୩ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୪୮ ହଜାର ୪୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସକ୍ରିୟ ଅଛନ୍ତି ୫୦୯୬୭୩ଜଣ। ବର୍ତ୍ତମାନ ସୁଦ୍ଧା ଦେଶରେ ସୁସ୍ଥତା ହାର ୯୨.୪୯ ପ୍ରତିଶତ ଥିବା ବେଳେ ମୃତ୍ୟୁ ହାର ୧.୪୮ପ୍ରତିଶତ ରହିଛି।

Show More

Related Articles

Back to top button