Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫,୯୧୪ ଟି କରୋନା ନମୂନା ପରୀକ୍ଷଣ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫,୯୧୪ ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏଥି ମଧ୍ୟରୁ ୯,୩୨୭ଟି ଆରଟି-ପିସିଆର, ୩୬,୫୦୨ଟି ଆଣ୍ଟିଜେନ ଓ ୮୫ଟି ଟ୍ରୁନଟ୍‌ ନମୁନା ପରୀକ୍ଷା କରାଯାଇଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୩୭୨୪ ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏହାଛଡ଼ା ମୟୂରଭଞ୍ଜ ଜିଲ୍ଲାରେ ୩୫୦୩, କେନ୍ଦ୍ରାପଡ଼ା ଜିଲ୍ଲାରେ ୨୭୨୯ ଓ କେନ୍ଦୁଝର ଜିଲ୍ଲାରେ ୧୬୨୫କରୋନା ନମୁନା ପରୀକ୍ଷା କରାଯାଇଥିବାର ସୂଚନା ମିଳିଛି ।

Show More

Related Articles

Back to top button