Breaking PLUSଦେଶ ବିଦେଶମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୬୨୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୨,୬୨୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୬୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୧୭,୬୯,୧୩୨ ଓ ମୃତ୍ୟୁସଂଖ୍ୟା ୪,୨୫,୭୫୭ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୬,୬୬୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୯,୩୩,୦୨୨ରେ ପହଞ୍ଚିଛି।

Show More

Related Articles

Back to top button