Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ହଜାର ୬୮୯ ଜଣ ନୂଆ କରୋନା ରୋଗୀ ଚିହ୍ନଟ

ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୬୮୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୩୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୮୯ ହଜାର ୫୨୭ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୬୮୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୩୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୮୯ ହଜାର ୫୨୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୭୨୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୫୯ ହଜାର ୩୦୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୭୬ ହଜାର ୪୯୮ ଆକ୍ଟିଭ୍‌ କେସ୍ ରହିଛି।

Show More

Related Articles

Back to top button