Breaking PLUSଦେଶ ବିଦେଶମୁଖ୍ୟ ଖବର

ଗତ 24 ଘଣ୍ଟାରେ ଦେଶରେ 1,20,529 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ସାରା ଦେଶରେ ଲକ୍ଷେ ୨୦ ହଜାର ଟପିଛି ଦୈନିକ କରୋନା ସଂକ୍ରମଣ ସଂଖ୍ୟା। ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୬ ଲକ୍ଷ ୯୪ ହଜାର ୮୭୯କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ ସାରା ଦେଶରେ ଲକ୍ଷେ ୨୦ ହଜାର ଟପିଛି ଦୈନିକ କରୋନା ସଂକ୍ରମଣ ସଂଖ୍ୟା। ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୬ ଲକ୍ଷ ୯୪ ହଜାର ୮୭୯କୁ ବୃଦ୍ଧି ପାଇଛି।

ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ଆଉ ୩୩୮୦ କରୋନା ଆକ୍ରାନ୍ତ । ଏଯାଏଁ ମହାମାରୀ ଦେଶରେ ୩ ଲକ୍ଷ ୪୪ ହଜାର ୦୮୨ ଜୀବନ ନେଲାଣି।

ଗତ ୨୪ ଘଣ୍ଟାରେ ଦେଶରେ ସୁସ୍ଥ ହୋଇଛନ୍ତି ୧,୯୭,୮୯୪। ବର୍ତ୍ତମାନ ସୁଦ୍ଧା କରୋନାରୁ ଆରୋଗ୍ୟ ଲାଭ କଲେଣି ୨ କୋଟି ୬୭ ଲକ୍ଷ ୯୫ ହଜାର ୫୪୯ ଆକ୍ରାନ୍ତ । ସେହିପରି ଆକ୍ଟିଭ୍ କେସ୍ ରହିଛି ୧୫ ଲକ୍ଷ ୫୫ ହଜାର ୨୪୮।

Show More

Related Articles

Back to top button