Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୯୨୩ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୯୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୦୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୮ ଲକ୍ଷ ୭୧ ହଜାର ୨୯୪ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୯୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୦୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୮ ଲକ୍ଷ ୭୧ ହଜାର ୨୯୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୩୬୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷ ୭୩ ହଜାର ୩୭୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୪୨ ହଜାର ୫୬୨ ଆକ୍ଟିଭ୍‌ କେସ୍ ରହିଛି।

Show More

Related Articles

Back to top button