Breaking PLUSଦେଶ ବିଦେଶମୁଖ୍ୟ ଖବର
ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୮୩ ନୂଆ କରୋନା ପଜିଟିଭ ଚିହ୍ନଟ
ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୮୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୩୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭ ଲକ୍ଷ ୩୩ ହଜାର ୧୩୧ ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୮୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୩୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭ ଲକ୍ଷ ୩୩ ହଜାର ୧୩୧ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୧୪୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୯ ହଜାର ୧୬୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍ କେସ୍ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୬୯ ହଜାର ୮୨୪ ଆକ୍ଟିଭ୍ କେସ୍ ରହିଛି।