Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କମୁଛି ସଂକ୍ରମଣ, ଗତ ୨୪ ଘଣ୍ଟାରେ ୧ ଲକ୍ଷ ୩୧ହଜାର ୩୬୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ କମୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧ ଲକ୍ଷ ୩୧ହଜାର ୩୬୪ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ମୃତ୍ୟୁବରଣ କରିଛନ୍ତି ୨ହଜାର ୭୧୩। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୫ଲକ୍ଷ ୭୪ ହଜାର ୩୫୦ରେ ପହଞ୍ଚିଛି।

ଦେଶରେ କମୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧ ଲକ୍ଷ ୩୧ହଜାର ୩୬୪ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ମୃତ୍ୟୁବରଣ କରିଛନ୍ତି ୨ହଜାର ୭୧୩। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୫ଲକ୍ଷ ୭୪ ହଜାର ୩୫୦ରେ ପହଞ୍ଚିଛି। ମୃତ୍ୟୁ ସଂଖ୍ୟା ୩ଲକ୍ଷ ୪୦ହଜାର ୭୦୨ରେ ପହଞ୍ଚିଛି। ସୁସ୍ଥ ହୋଇଛନ୍ତି ୨ଲକ୍ଷ ୭ହଜାର ୭୧।

Show More

Related Articles

Back to top button