Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କମୁଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୨୯,୩୯୮ ଜଣ କରୋନା ରୋଗୀ ଚିହ୍ନଟ

ଦେଶରେ କୋରନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୯ ହଜାର ୩୯୮କୋରନା ରୋଗୀ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୯ ହଜାର ୩୯୮କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୭ ଲକ୍ଷ ୯୬ ହଜାର ୭୭୦କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟରେ ୪୧୪ ଜଣଙ୍କ ମୃ୍‌ତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୨ ହଜାର ୧୬୮ ରେ ପହଞ୍ଚିଛି । ତୋବେ ଦେଶରେ ୩ ଲକ୍ଷ ୬୩ ହଜାର ୭୪୯ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୨ ଲକ୍ଷ ୯୦ ହଜାର ୮୩୪ ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।

Show More

Related Articles

Back to top button