Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨,୧୦୪ ଜଣଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୧୪,୮୩୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୧୦୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୫୯,୩୦,୯୬୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨,୧୦୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୮୪,୬୫୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୭୮,୮୪୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୩୪,୫୪,୮୮୦। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨,୯୧,୪୨୮।

Show More

Related Articles

Back to top button