Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ରେକର୍ଡ ଭାଙ୍ଗୁଛି କରୋନା, ଗତ ୨୪ ଘଣ୍ଟାରେ ୩ ଲକ୍ଷ ୧୪ ହଜାର ୮୩୫ ନୂଆ ପଜିଟିଭ ରୋଗୀ ଚିହ୍ନଟ

ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୧୪ ହଜାର ୮୩୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୧୦୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫୯ ଲକ୍ଷ ୩୦ ହଜାର ୯୬୫ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୧୪ ହଜାର ୮୩୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୧୦୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫୯ ଲକ୍ଷ ୩୦ ହଜାର ୯୬୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୪ ହଜାର ୬୫୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୪ ଲକ୍ଷ ୫୪ ହଜାର ୮୮୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୧ ଲକ୍ଷ ୫୭ ହଜାର ୫୩୮ ଆକ୍ଟିଭ୍‌ କେସ୍ ରହିଛି।

Show More

Related Articles

Back to top button