Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଜାରି ରହିଛି କରୋନା ତାଣ୍ଡବ, ଗତ ୨୪ ଘଣ୍ଟାରେ ୩ ଲକ୍ଷ ୯୨ ହଜାର ୪୮୮ ନୂଆ ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୯୨ ହଜାର ୪୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୬୮୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୯୫ ଲକ୍ଷ ୫୭ ହଜାର ୪୫୭ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୯୨ ହଜାର ୪୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୬୮୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୯୫ ଲକ୍ଷ ୫୭ ହଜାର ୪୫୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୧୨ ହଜାର ୫୪୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫୯ ଲକ୍ଷ ୯୨ ହଜାର ୨୭୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୩ ଲକ୍ଷ ୪୯ ହଜାର ୬୪୪ ଆକ୍ଟିଭ୍‌ କେସ୍ ରହିଛି।

Show More

Related Articles

Back to top button