Breaking PLUSଦେଶ ବିଦେଶମୁଖ୍ୟ ଖବର

୨୪ ଘଣ୍ଟାରେ ଦେଶରେ ୩୯ ହଜାର ୭୪୨ ନୂଆ କରୋନା ପଜିଟିଭ ଚିହ୍ନଟ

ଗତ ୨୪ ଘଣ୍ଟାରେ ଦେଶରେ ୩୯ ହଜାର ୭୪୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୫୩୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୩ ଲକ୍ଷ ୭୭ ହଜାର ୯୦୧ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦେଶରେ ୩୯ ହଜାର ୭୪୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୫୩୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୩ ଲକ୍ଷ ୭୭ ହଜାର ୯୦୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୦ ହଜାର ୫୫୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୫ ଲକ୍ଷ ୪୩ ହଜାର ୧୩୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୮ ହଜାର ୨୧୨ ଆକ୍ଟିଭ୍‌ କେସ୍ ରହିଛି।

Show More

Related Articles

Back to top button