Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କରୋନା ପରିସ୍ଥିତି ସଙ୍ଗୀନ, ରବିବାର ୪ ଲକ୍ଷ ୩ ହଜାର ୭୩୮ ନୂଆ କରୋନା ରୋଗୀ ଚିହ୍ନଟ

ଗତ ୨୪ ଘଣ୍ଟାରେ ଦେଶରେ ୪ ଲକ୍ଷ ୩ ହଜାର ୭୩୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୯୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୨୨ ଲକ୍ଷ ୯୬ ହଜାର ୪୧୪ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦେଶରେ ୪ ଲକ୍ଷ ୩ ହଜାର ୭୩୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୯୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୨୨ ଲକ୍ଷ ୯୬ ହଜାର ୪୧୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୨ ହଜାର ୩୬୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮୩ ଲକ୍ଷ ୧୭ ହଜାର ୪୦୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୭ ଲକ୍ଷ ୩୬ ହଜାର ୬୪୮ ଆକ୍ଟିଭ୍‌ କେସ୍ ରହିଛି।

Show More

Related Articles

Back to top button