Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୪୮,୬୪୮ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୮ ହଜାର ୬୪୮ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ୫୬୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି ।

ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୮ ହଜାର ୬୪୮ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ୫୬୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୧ ହଜାର ୯୦ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୦ଲକ୍ଷ ୮୮ ହଜାର ୮୫୧କୁ ବୃଦ୍ଧି ପାଇଛି । ଦେଶରେ ବର୍ତ୍ତମାନସୁଦ୍ଧା ୫,୯୪,୩୮୬ ଜଣ କରୋନା ଆକ୍ରାନ୍ତ ରୋଗୀ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୭୩,୭୩,୩୭୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Show More

Related Articles

Back to top button