Breaking PLUSଦେଶ ବିଦେଶମୁଖ୍ୟ ଖବର

କରୋନାରେ ଲାଗୁଛି ବ୍ରେକ୍, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪,୩୬୬ ଜଣ ନୂଆ ରୋଗୀ ଚିହ୍ନଟ

ଦେଶରେ ଧିରେ ଧିରେ କମୁଛି ମହାମାରୀ କୋରୋନା ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪ ହଜାର ୩୬୬ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବାବେଳେ । ୨୪ ଘଣ୍ଟା ମଧ୍ୟରେ ୬୯୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା ।

ଦେଶରେ ଧିରେ ଧିରେ କମୁଛି ମହାମାରୀ କୋରୋନା ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪ ହଜାର ୩୬୬ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବାବେଳେ । ୨୪ ଘଣ୍ଟା ମଧ୍ୟରେ ୬୯୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା ।

ଆଜିର ସଂକ୍ରମିତ ରୋଗୀଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ୭୭ ଲକ୍ଷ ୬୧ ହଜାର ୩୧୨କୁ ବୃଦ୍ଧି ପାଇଛି । ଏହା ସହ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୭ ହଜାର ୩୦୬କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ ମୋଟ ଆକ୍ଟିଭ କେସ୍- ୬,୯୫,୫୦୯ ଥିବାବେଳେ । ୬୯,୪୮, ୪୯୭ ଜଣ କରୋନା ରୋଗୀ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇ ଘରକୁ ଫେରିଲେଣି ।

Show More

Related Articles

Back to top button