Breaking PLUSଦେଶ ବିଦେଶମୁଖ୍ୟ ଖବର

କରୋନାରେ ଲାଗୁଛି ବ୍ରେକ୍, ଗତ 24 ଘଣ୍ଟା ମଧ୍ୟରେ ଦେଶରେ 55,722 ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ଦେଶରେ ଧିରେ ଧିରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ 55 ହଜାର 722 ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବାବେଳେ 579ଜଣଙ୍କର ମୃତ୍ୟୁ ହୋଇଛି

ଦେଶରେ ଧିରେ ଧିରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ 55 ହଜାର 722 ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବାବେଳେ 579ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 75 ଲକ୍ଷ 50 ହଜାର 273କୁବୃଦ୍ଧି ହୋଇଛି । ସେହିପରି ଦେଶରେ କରୋନା ମୃତ୍ୟୁ ସଂଖ୍ୟା 1 ଲକ୍ଷ 14 ହଜାର 610କୁ ବୃଦ୍ଧି ହୋଇଛି । ଏବେ ସୁଦ୍ଧା ଦେଶରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 7 ଲକ୍ଷ 72 ହଜାର 55 ରହିଛି । ସେହିପରି ସୁସ୍ଥଙ୍କ ସଂଖ୍ୟା 66 ଲକ୍ଷ 63 ହଜାର 608କୁ ବୃଦ୍ଧି ହୋଇଛି ।

Show More

Related Articles

Back to top button