Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କରୋନା ସ୍ଥିତି ସଙ୍ଗୀନ, ଗତ ୨୪ଘଣ୍ଟାରେ ୯୬ ହଜାର ୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ

ଦେଶରେ ଦୈନିକ କରୋନା ମାମଲା ପୁଣି ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ସାରା ଦେଶରେ ଚିହ୍ନଟ ହୋଇଛନ୍ତି ୯୬ ହଜାର ୯୮୨ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୬ ଲକ୍ଷ ୮୬ ହଜାର ୦୪୯କୁ ବୃଦ୍ଧି ପାଇଛି।

ଦେଶରେ ଦୈନିକ କରୋନା ମାମଲା ପୁଣି ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ସାରା ଦେଶରେ ଚିହ୍ନଟ ହୋଇଛନ୍ତି ୯୬ ହଜାର ୯୮୨ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୬ ଲକ୍ଷ ୮୬ ହଜାର ୦୪୯କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି ଆଉ ୯୬ ହଜାର ୯୮୨ ସଂକ୍ରମିତ । ଦେଶରେ ମୋଟ୍ ସୁସ୍ଥ ସଂଖ୍ୟା ୧ କୋଟି ୧୭ ଲକ୍ଷ ୩୨ ହଜାର ୨୭୯ରେ ପହଞ୍ଚିଛି । ସୁସ୍ଥହାର ରହିଛି ୯୨.୮୦% । ଏବେ ଦେଶରେ ୭ ଲକ୍ଷ ୮୮ ହଜାର ୨୨୩ଟି କରୋନା ଆକ୍ଟିଭ୍ କେସ୍ ରହିଛି ।

ସେହିପରି ଗତ ୨୪ଘଣ୍ଟାରେ ଦେଶରୁ ମହାମାରୀ ଆଉ ୪୪୬ ସଂକ୍ରମିତଙ୍କ ଜୀବନ ନେଇଛି । ମୋଟ୍ ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୫ ହଜାର ୫୪୭କୁ ବୃଦ୍ଧି ପାଇଛି । ଦେଶରେ ମୃତ୍ୟୁହାର ରହିଛି ୧.୩୧%।

Show More

Related Articles

Back to top button