Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩୫୦୯ ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ସାରା ଦେଶରେ ଜାରି ରହିଛି ମହାମାରୀ କରୋନାର ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୩୫୦୯ ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବା ବେଳେ ୭୩୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି

ସାରା ଦେଶରେ ଜାରି ରହିଛି ମହାମାରୀ କରୋନାର ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୩୫୦୯ ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବା ବେଳେ ୭୩୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହି ପରିପ୍ରେକ୍ଷୀରେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୦ ହଜାର ୫୮୬କୁ ବୃଦ୍ଧି ପାଇଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨ ଲକ୍ଷ ୩୯ ହଜାର ୩୯୦କୁ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Back to top button