Breaking PLUSଦେଶମୁଖ୍ୟ ଖବର

ସୁପ୍ରିମକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍‍ ବି.ଆର . ଗବାଇ । ପ୍ରଧାନ ବିଚାରପତି ଭାବେ ତାଙ୍କର କାର୍ଯ୍ୟକାଳ ପ୍ରାୟ ୬ମାସ ହେବ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button