Breaking PLUS

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩,୯୯୩ ଜଣ ନୂଆ କରୋନା ସଂକ୍ରମିତ ରୋଗୀ ଚିହ୍ନଟ

ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ଖସୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୧,୦୯,୭୭,୩୮୭କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।

ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ଖସୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୧,୦୯,୭୭,୩୮୭କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୩,୯୯୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୧୦୧ ଜଣଙ୍କର ମୃତ୍ୟୁ ଘଟିଛି।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୧,୪୩,୧୨୭ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧,୫୬,୨୧୨ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ମଧ୍ୟ ସମସ୍ତ ୧,୦୬,୭୮,୦୪୮ ଜଣ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

All editorial content is written without prejudice or bias, regardless of sponsor or affiliate associations. X This Consumer Health Digest content has been reviewed, as well as checked for facts, so as to guarantee the best possible accuracy.
The business now is redirecting its vision from targeting the alcohol industry to the oral health industry. levitra malaysia The unique scrub technology which can clean both sides of utensils in one go and transform from being a soft sponge to a hard scrub being able to clean surfaces without leaving scratches has become a phenomena in American markets.

Show More

Related Articles

Back to top button