Breaking PLUSଖେଳଦେଶଦେଶ ବିଦେଶମୁଖ୍ୟ ଖବରସ୍ୱତନ୍ତ୍ର

ଏସୀୟ କ୍ରୀଡା: ଭାରତୀୟ ମହିଳା କ୍ରିକେଟ୍ ଟିମକୁ ସ୍ୱର୍ଣ୍ଣ

ଏସୀୟ କ୍ରୀଡ଼ା ମହିଳା କ୍ରିକେଟରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଛି। ଫାଇନାଲରେ ଶ୍ରୀଲଙ୍କାକୁ ହରାଇ ଟିମ୍ ଇଣ୍ଡିଆ ସ୍ୱର୍ଣ୍ଣ ପଦକ ଜିତିଛି। ଆଜି ଗୋଟିଏ ଦିନରେ ଦୁଇଟି ସ୍ୱର୍ଣ୍ଣ ପଦକ ଭାରତ ହାସଲ କରିଛି। ଯାହାକି ଦେଶବାସୀଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ୨ ସ୍ୱର୍ଣ୍ଣ ପଦକ ସହ ଭାରତର ପଦକ ସଂଖ୍ୟା ୧୦କୁ ବୃଦ୍ଧି ହୋଇଛି।

Show More

Related Articles

Back to top button