Breaking PLUSଦେଶ ବିଦେଶମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୩,୩୭୧ ଜଣ ନୂଆ କରୋନା ରୋଗୀ ଚିହ୍ନଟ

ଦେଶରେ ୨୪ ଘଣ୍ଟାରେ ୬୩,୩୭୧ ନୂଆ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାସହ ୮୯୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୨ ହଜାର ୧୬୧ରେ ପହଞ୍ଚିଛି।

ଦେଶରେ ୨୪ ଘଣ୍ଟାରେ ୬୩,୩୭୧ ନୂଆ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାସହ ୮୯୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୨ ହଜାର ୧୬୧ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩ ଲକ୍ଷ ୭୦ ହଜାର ୪୬୯କୁ ବୃଦ୍ଧି ପାଇଛି। ମୋଟ ୮,୦୪,୫୨୮ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୬୪,୫୩,୭୭୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Show More

Related Articles

Back to top button