Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କରୋନା ସ୍ଥିତି ଅସମ୍ଭାଳ, ଗତ ୨୪ ଘଣ୍ଟା ମଧ୍ୟରେ ୬୬,୭୩୨ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ଦେଶରେ ଜାରି ରହିଛି ମହାମାରୀ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୬,୭୩୨ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏହା ସହ ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ

ଦେଶରେ ଜାରି ରହିଛି ମହାମାରୀ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୬,୭୩୨ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏହା ସହ ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ଏହା ସହ ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ଦେଶରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯ ହଜାର ୧୫୦କୁ ବୃଦ୍ଧି ପାଇଛି । ଅନ୍ୟପଟେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧ ଲକ୍ଷ ୨୦ ହଜାର ୫୩୯କୁ ବୃଦ୍ଧି ପାଇଛି । ସେହିଭଳି ୮୬୧୮୫୩ ଆକ୍ଟିଭ କେସ ରହିଥିବା ବେଳେ ୬୧୪୯୫୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି ।

Show More

Related Articles

Back to top button