Breaking PLUSଦେଶ ବିଦେଶମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୨,୦୭୧ ଜଣ ନୂଆ କରୋନା ରୋଗୀ ଚିହ୍ନ

ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରୁ ୯୨ ହଜାର ୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଏହା ସହ ଗତ ୨୪ ଘଣ୍ଟାରେ ଦେଶରେ ୧୧୩୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରୁ ୯୨ ହଜାର ୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଏହା ସହ ଗତ ୨୪ ଘଣ୍ଟାରେ ଦେଶରେ ୧୧୩୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। । ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଲକ୍ଷ ୪୬ ହଜାର ୪୨୭ ରେ ପହଞ୍ଚିଛି । ଦେଶରେ ଏବେ ୯ ଲକ୍ଷ ୮୬ ହଜାର ୫୯୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୩୭ ଲକ୍ଷ ୮୦ ହଜାର ୧୦୭ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Back to top button