Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଜାରି ରହିଛି କରୋନା ଆତଙ୍କ, ଗତ 24 ଘଣ୍ଟା ମଧ୍ୟରେ 43,082 ଜଣ ନୂଆ ରୋଗୀ ଚିହ୍ନଟ

ଦେଶରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ଆଜି ଦେଶରେ ୯୩ ଲକ୍ଷ ଟପିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୪୩ ହଜାର ୮୨ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ୍ ପଜିଟିଭ୍ କେସ୍ ୯୩ ଲକ୍ଷ ୯ ହଜାର ୭୮୮କୁ ବୃଦ୍ଧି ପାଇଛି ।

ଗତକାଲି ଅପେକ୍ଷା ଆଜି ସାମାନ୍ୟ କମିଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟା ଭିତରେ ମହାମାରୀରେ ମୃତ୍ୟୁବରଣ କରିଛନ୍ତି ଆଉ ୪୯୨ ଆକ୍ରାନ୍ତ । ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୩୫ ହଜାର ୭୧୫ଛୁଇଁଛି । ଦେଶରେ ମୃତ୍ୟୁହାର ରହିଛି ୧.୪୬% ।

Show More

Related Articles

Back to top button