ଦେଶସ୍ୱାସ୍ଥ୍ୟ

ଦେଶରେ କମୁଛି ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୫୫୫୪ ଆକ୍ରାନ୍ତ ଚିହ୍ନଟ

ଦେଶରେ ଧୀରେଧୀରେ କମୁଛି ସଂକ୍ରମଣ । ମୃତ୍ୟୁସଂଖ୍ୟାରେ ମଧ୍ୟ ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୬ ହଜାର ତଳକୁ ଖସିଛି ।ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୫୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟରେ ପ୍ରକାଶ ପାଇଛି ।

ବର୍ତ୍ତମାନ ସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୪୮୮୫୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୯ ଲକ୍ଷ ୧୩ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୮୧୩୯ରୁ ଅଧିକ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button