ଦେଶସ୍ୱାସ୍ଥ୍ୟ

ଦେଶରେ ହ୍ରାସ ପାଉଛି ସଂକ୍ରମଣ,୨୪ ଘଣ୍ଟାରେ ୯୩୭ ନୂଆ ସଂକ୍ରମଣ ଚିହ୍ନଟ

ଦେଶରେ ହ୍ରାସ ପାଉଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ୯୩୭ ନୂଆ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୬୨,୧୪୧ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୧୭,୧୪୫ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୪,୦୨୧ ସକ୍ରିୟ ମାମଲା ରହିଛି। ସେହିପରି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୫୦୯କୁ ବୃଦ୍ଧି ପାଇଛି।

Show More

Related Articles

Back to top button