Breaking PLUSଓଡ଼ିଶାମୁଖ୍ୟ ଖବର

5T ସଚିବଙ୍କୁ କାଳିମାଡ଼

ସତ୍ୟବାଦୀରେ ଭି.କେ ପାଣ୍ଡିଆନ ଓ ପୁରୀ ଜିଲ୍ଲାପାଳଙ୍କୁ କାଳିମାଡ଼

ପୁରୀ ଜିଲ୍ଲା ସତ୍ୟବାଦୀରେ ୫ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କୁ କାଳିମାଡ଼ ହୋଇଛି। କେବଳ ୫ଟି ସଚିବ ନୁହେଁ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଉପରେ ମଧ୍ୟ କାଳିମାଡ଼ ହୋଇଛି।
ସତ୍ୟବାଦୀ ୟୁଜିଏସ କଲେଜ ପରିସରରେ ୫ଟି ସଚିବ ଭି କେ ପାଣ୍ଡିଆନଙ୍କୁ କାଳିମାଡ଼ ହୋଇଛି। ୟୁଜିଏସ କଲେଜ କାର୍ଯ୍ୟକ୍ରମକୁ ଯାଉଥିବା ବେଳେ ସଚିବଙ୍କ ଉପରେ କାଳିମାଡ଼ ହୋଇଛି। କାଳିମାଡ଼ କରିଥିବା ବ୍ୟକ୍ତିଙ୍କୁ ପୁଲିସ ଉଠାଇ ନେଇଛି। କାଳିମାଡ଼ କରିଥିବା ବ୍ୟକ୍ତି କଣାସ ଅଞ୍ଚଳର ଭାସ୍କର ସାହୁ ବୋଲି ଜଣାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭି.କେ.ପାଣ୍ଡିଆନ ୨ ଦିନିଆ ପୁରୀ ଗସ୍ତରେ ଯାଇଥିଲେ। …

Show More

Related Articles

Back to top button