Breaking PLUSଓଡ଼ିଶାମୁଖ୍ୟ ଖବର

ଏଣିକି ୭ ବର୍ଷ ପରେ ଏସ୍‌ଆଇ ହୋଇପାରିବେ ଇନ୍ସପେକ୍ଟର

ଭୁବନେଶ୍ୱର- ଏଣିକି ୭ ବର୍ଷ ପରେ ଜଣେ ଏସ୍‌ଆଇ ହୋଇପାରିବେ ଇନ୍ସପେକ୍ଟର । ପଦୋନ୍ନତିକୁ ୧୦ ବର୍ଷରୁ ୭ ବର୍ଷକୁ ଖସାଇଲେ ରାଜ୍ୟ ସରକାର  । ପୂର୍ବରୁ ୧୦ ବର୍ଷ ପରେ ଜଣେ ଏସ୍‌ଆଇ ଇନ୍ସପେକ୍ଟର ହେଉଥିଲେ  । ୭ ବର୍ଷ ପରେ ପଦୋନ୍ନତି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ପଦୋନ୍ନତିକୁ ୧୦ ବର୍ଷରୁ ୭ ବର୍ଷକୁ ହ୍ରାସ କରି ଦିଆଯାଇଛି। ପୂର୍ବରୁ ୧୦ ବର୍ଷ ପରେ ଜଣେ ଏସ୍‌ଆଇରୁ ଇନ୍ସପେକ୍ଟର ପଦବି ପାଇଁ ପଦୋନ୍ନତି ପାଉଥିଲେ। କିନ୍ତୁ ଏଣିକି ପଦୋନ୍ନତି ପାଇଁ ଆଉ ୧୦ ବର୍ଷ ଅପେକ୍ଷା କରିବାକୁ ପଡ଼ିବ ନାହିଁ।

Show More

Related Articles

Back to top button