Breaking PLUSଦେଶମୁଖ୍ୟ ଖବର

ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଅନ୍ତରୀଣ ଜାମିନ ମିଳିଛି । ସୁପ୍ରିମକୋର୍ଟ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ୧ ଜୁନ୍ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ଦେଇଛନ୍ତି । ଦିଲ୍ଲୀରେ ଭୋଟିଂ ପୂର୍ବରୁ ନିଜ ଜାମିନକୁ ଅପେକ୍ଷା କରିଥିବା କେଜ୍ରିଓ୍ବାଲଙ୍କୁ ଏବଂ ତାଙ୍କ ପାର୍ଟିକୁ ଏହା ଏକ ଆଶ୍ବସ୍ତିମୂଳକ ଖବର । ସୁପ୍ରିମକୋର୍ଟ ଅନେକ ଦିନର ଶୁଣାଣି ପରେ କେଜ୍ରିଓ୍ବାଲଙ୍କୁ ଅନ୍ତରୀଣ ଜାମିନ ଆଦେଶ ଶୁଣାଇଛନ୍ତି । ତେବେ ଇଡି କେଜ୍ରିଓ୍ବାଲଙ୍କ ଜାମିନ ଯାଚିକାକୁ ବିରୋଧ କରିଥିଲା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button