ଓଡ଼ିଶାମୁଖ୍ୟ ଖବରସ୍ୱତନ୍ତ୍ର

ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ବର୍ତ୍ତମାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି ଭିତରକନିକା ଅଭୟାରଣ୍ୟ ।  ପ୍ରତିବର୍ଷ ମଇ ୧ରୁ ଜୁଲାଇ ୩୧ ତାରିଖ ୩ ମାସ ଧରି ଭିତରକନିକା ବନ୍ଦ ରହିଥାଏ । କାରଣ ଏହି ସମୟ ଥାଏ  କୁମ୍ଭୀରଙ୍କ ପ୍ରଜନନ ଋତୁ ।

ତେବେ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣାକୁ ହଟାଯାଇ ଅଗଷ୍ଟ ୧ରୁ  ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ । ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଅଗଷ୍ଟ ୧ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟକୁ ପଲିଥିନ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି ।

 

Show More

Related Articles

Back to top button