Breaking PLUSଖେଳଦେଶ ବିଦେଶମୁଖ୍ୟ ଖବର

ଆଇପିଏଲର ୨୦୨୦

୩୨ ତମ ମ୍ୟାଚରେ ଟସ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତି ନେଲା କୋଲକାତା ନାଇଟରାଇଡର୍ସ

ଆବୁଧାବି (ୟୁଏଇ)ର ଶେଖ ଜାଏଦ ଷ୍ଟାଡିୟମଠାରେ ଆଜି ଚଳିତ ଆଇପିଏଲର ୩୨ ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟରାଇଡର୍ସ ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ କୋଲକାତା ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ।

କୋଲକାତା ଦଳ ଆଜି ନବନିଯୁକ୍ତ ଅଧିନାୟକ ଇଅନ ମୋର୍ଗାନଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ । ଗତ କାଲି ଦିନେଶ କାର୍ତ୍ତିକ ନିଜର ବ୍ୟାଟିଂ ଉପରେ ଅଧିକ ମନୋନିବେଶ କରିବାକୁ ଅଧିନାୟକ ପଦ ଛାଡ଼ିବା ପରେ ମୋର୍ଗାନଙ୍କୁ ନୂଆ ଅଧିନାୟକ ନିଯୁକ୍ତ କରାଯାଇଥିଲା ।

Show More

Related Articles

Back to top button