Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ଇତିହାସ ରଚିଲା ଇସ୍ରୋ

ନୂଆ ଇତିହାସ ରଚିଛି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ଶ୍ରୀହରିକୋଟାରୁ ୧୦୦ତମ ଉତକ୍ଷେପଣ ସହ ଶତକ ହାସଲ କରିଛି। ଅପଗ୍ରେଡ୍ ହେବ ଭାରତର ନାବିକ ସାଟେଲାଇଟ୍। ଆଜି ସକାଳ ୬ଟା ୨୩ରେ ନାବିକ୍-ଟୁ ମିଶନ ଲଞ୍ଚ ହୋଇଛି । ଶ୍ରୀହରିକୋଟାରୁ ଜିଏସଏଲଭି ରକେଟ ମାଧ୍ୟମରେ ଏହାକୁ ମହାକାଶକୁ ପଠାଯାଇଛି। ନାବିକ୍ ହେଉଛି ଭାରତର ରିଜିଓନାଲ ନାଭିଗେସନ୍ ସାଟେଲାଇଟ୍ ସିଷ୍ଟମ୍ । ଏହା ଆମେରିକାର ଜିପିଏସ୍ ଭଳି କାର୍ଯ୍ୟ କରେ। କାରିଗିଲ ଯୁଦ୍ଧବେଳେ କାଶ୍ମୀରର ଦୁର୍ଗମ ପାର୍ବତ୍ୟାଞ୍ଚଳରେ ଜିପିଏସ୍ କାର୍ଯ୍ୟକ୍ଷମ ହୋଇନପାରିବାରୁ ଭାରତୀୟ ସେନାକୁ ବହୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥିଲା।

Show More

Related Articles

Back to top button