Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତାକାଲି ବନ୍ଦ ରହିବ ଶ୍ରୀମନ୍ଦିର

ଆସନ୍ତାକାଲି ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । କାଲି ବିଶ୍ୱକର୍ମା ପୂଜା ଥିବାରୁ ଅତ୍ୟଧିକ ଗହଳିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ ।

Show More

Related Articles

Back to top button