Breaking PLUSଓଡ଼ିଶାମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ଜେଇ

ଭୁବନେଶ୍ୱର- ଭିଜିଲାନ୍ସ ଜାଲରେ ଜେଇ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ କୁମାର ସେଠୀ ।

ଏକକାଳୀନ ୮ଟି ସ୍ଥାନରେ ଚଢାଉ ଚାଲିଥିବା ସୂଚନା ମିଳିଛି । ଚଢାଉରେ ୭ଜଣ ଡିଏସପି, ୩ଜଣ ଇନସ୍ପେକ୍ଟର, ୧୦ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀ ମାନେ ସାମିଲ ହୋଇଛନ୍ତି ।

ଭୁବନେଶ୍ୱରର ଲିଙ୍ଗିପୁର ସ୍ଥିତ ଘର ଓ ଅଫିସ, ପିପିଲିରେ ଥିବା ଫାର୍ମହାଉସ, ଭୁବନେଶ୍ୱର ବ୍ରହ୍ମେଶ୍ୱରରେ ଥିବା ସମ୍ପର୍କୀୟଙ୍କ ଘର, ନୂଆପଡାରେ ଥିବା କାର୍ଯ୍ୟାଳୟ, ଭୁବନେଶ୍ୱର କେଦାରଲେନ ଠାରେ ଥିବା ଘର ଓ ଗ୍ୟାରେଜ ଛକରେ ଥିବା ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‍ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button